ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ କାମଦେବ ବିଶ୍ୱାଳ।

90
ADVERTISEMENT

ଖୋର୍ଦ୍ଧା,୦୭/୧୨(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ କାମଦେବ ବିଶ୍ୱାଳ। ସେ ୧୦ ଲକ୍ଷ ଟଙ୍କାର ବିଲ୍ ପାସ୍ ପାଇଁ ଜଣେ ଠିକାଦାରଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଉକ୍ତ ଠିକାଦାର ଏନେଇ ଭିଜିଲାନ୍ସ ଅଫିସରେ ଅଭିଯୋଗ କରିଥିଲେ।

Advertisement