ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ।

130
ADVERTISEMENT

ଭୁବନେଶ୍ୱର,୦୮/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୬ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

Advertisement