ଭୁବନେଶ୍ୱର ଲୋୟର ପିଏମଜି ପାଲଟିଲା ରଣକ୍ଷେତ୍ର ।

125
ADVERTISEMENT

ଭୁବନେଶ୍ୱର,୧୦/୧୨(ଡ଼ି.ଏଚ ବ୍ୟୁରୋ):-ଭୁବନେଶ୍ୱର ଲୋୟର ପିଏମଜି ପାଲଟିଲା ରଣକ୍ଷେତ୍ର ।ବିଧାନସଭାକୁ ଧସେଇ ପଶିବାକୁ ଛାତ୍ର କଂଗ୍ରେସ ଉଦ୍ୟମ କରୁଥିବାବେଳେ ଛାତ୍ର କଂଗ୍ରେସ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି । ଫଳରେ କିଛି କର୍ମୀଙ୍କୁ ଉଠାଇନେଇଥିଲା ପୋଲିସ । ଗତକାଲି ମଧ୍ୟ ମମିତାଙ୍କୁ ନ୍ୟାୟ ଦାବିରେ ବିଜେପି ପକ୍ଷରୁ ବିକ୍ଷୋଭ ପଦର୍ଶନ କରିବା ସହ ବିଜେପି ଓ ପୋଲିସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା ।

Advertisement