ରାଜ୍ୟରେ ହିତାଧିକାରୀଙ୍କୁ ଆଉ ୪ ମାସ ମାଗଣାରେ ମିଳିବ ଚାଉଳ ।

87
ADVERTISEMENT

ଭୁବନେଶ୍ୱର,୧୧/୧୨(ଡ଼ି.ଏଚ ବ୍ୟୁରୋ):-କୋଭିଡ୍ ମହାମାରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀଙ୍କୁ ଆଉ ୪ ମାସ ମାଗଣାରେ ମିଳିବ ଚାଉଳ । ଏନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଡିସେମ୍ବର ୨୦୨୧ରୁ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ଏହି ଚାଉଳ ମିଳିବ । ଏବଂ ଏଥିରେ ୨,୮୮,୫୨୮ ପରିବାରର ୯,୧୫,୫୩୨ ସଦସ୍ୟ ଉପକୃତ ହେବେ।

Advertisement