ଭୁବନେଶ୍ୱର,୧୧/୧୨(ଡ଼ି.ଏଚ ବ୍ୟୁରୋ):-ବିଜୁ ଜନତା ଦଳ ପକ୍ଷରୁ ଅନୁଷ୍ଠିତ ମିଶ୍ରଣ ପର୍ବରେ ଯୋଗଦେଇ ବିଜେଡିରେ ସାମିଲ ହେଲେ ତେଲକୋଇର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ । ସେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକଳାପ ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦେଇଥିବା ମତ ପ୍ରକାଶ କରିଛନ୍ତି ।


















