ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ।

106
ADVERTISEMENT

ଭୁବନେଶ୍ୱର,୧୧/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୩ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

Advertisement