ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣ କରୋନାରେ ମୃତ୍ୟୁ । By Dunia Halchal - December 13, 2021 129 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୧୩/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୬ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement