ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ ।

84
ADVERTISEMENT

ମାଲକାନଗିରି,୧୪/୧୨(ଡ଼ି.ଏଚ ବ୍ୟୁରୋ):-ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ । ପୋଲିସ ଇନଫର୍ମର ସନ୍ଦେହରେ କବାସିଗୁଡ଼ା ଗାଁର ନବୀନ ନାମକ ଜଣେ ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ ।

Advertisement