Saturday, September 26, 2026
ADVERTISEMENT
Home ଆଞ୍ଚଳିକ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ସେବକପୁର ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ବସ୍।

ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ସେବକପୁର ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ବସ୍।

150
ADVERTISEMENT

ଗଜପତି,୧୪/୧୨(ଡ଼ି.ଏଚ ବ୍ୟୁରୋ):-ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ସେବକପୁର ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ବସ୍ । ଏଥିରେ ୩୦ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସମସ୍ତ ଗଞ୍ଜାମ ଜିଲ୍ଲା ପୋଲସରା ଅଞ୍ଚଳର ଥିବାବେଳେ ସେମାନେ ଏକ ବିବାହ ଉତ୍ସବରୁ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ ।

Advertisement