ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ।

108
ADVERTISEMENT

ଭୁବନେଶ୍ୱର,୧୪/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୭ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

Advertisement