ବେଙ୍ଗାଲୁରୁ,୧୫/୧୨(ଡ଼ି.ଏଚ ବ୍ୟୁରୋ):-ତାମିଲନାଡୁ କୂଂନୁର ହେଲିକପ୍ଟର କ୍ରାଶ୍ ଘଟଣାରେ ଜୀବିତ ଥିବା ଗ୍ରୁପ୍ କ୍ୟାପନେଟ ବରୁଣ ସିଂଙ୍କ ପରଲୋକ । ଚିକିତ୍ସାଧିନ ଅବସ୍ଥାରେ ବେଙ୍ଗାଲୁରୁ ସ୍ଥିତ ମିଲିଟାରୀ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା । ଲାଇଫ୍ ସପୋର୍ଟରେ ରଖାଯାଇ ତାଙ୍କର ଚିକିତ୍ସା ଚାଲିଥିଲା।
















