ରାଜ୍ୟର ପରବର୍ତ୍ତୀ ପୋଲିସ ଡିଜି ହେବେ ବରିଷ୍ଠ ଆଇପିଏସ୍ ସୁନୀଲ ବଂଶଲ ।

121
ADVERTISEMENT

ଭୁବନେଶ୍ୱର,୧୫/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟର ପରବର୍ତ୍ତୀ ପୋଲିସ ଡିଜି ହେବେ ବରିଷ୍ଠ ଆଇପିଏସ୍ ସୁନୀଲ ବଂଶଲ । ଆସନ୍ତା ନୂଆବର୍ଷରୁ ନୂଆ ଡିଜିପି ଭାବେ ଦାୟିତ୍ୱ ନେବେ ସୁନୀଲ ବଂଶଲ । ନୂଆ ଡିଜିପି ପାଇଁ ରାଜ୍ୟ ସରକାର ୧୪ ଜଣ ବରିଷ୍ଠ ଆଇପିଏସ ଅଫିସରଙ୍କ ନାମ ୟୁପିଏସସିକୁ ସୁପାରିଶ କରିଥିଲେ।

Advertisement