ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ । By Dunia Halchal - December 15, 2021 135 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୧୫/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୯ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement