Thursday, August 27, 2026
ADVERTISEMENT
Home ଆଞ୍ଚଳିକ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଦେଶରେ ସମସ୍ତ ବ୍ୟାଙ୍କ ବନ୍ଦ ରହିବ।

ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଦେଶରେ ସମସ୍ତ ବ୍ୟାଙ୍କ ବନ୍ଦ ରହିବ।

138
ADVERTISEMENT

ନୂଆଦିଲ୍ଲୀ,୧୬।୧୨(ଡ଼ି.ଏଚ ବ୍ୟୁରୋ):-ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଦେଶରେ ସମସ୍ତ ବ୍ୟାଙ୍କ ବନ୍ଦ ରହିବ। ଏହି ଦୁଇ ଦିନ ଦେଶରେ ସମସ୍ତ ବ୍ୟାଙ୍କ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ବ୍ୟାଙ୍କ ଘରୋଇକରଣ ଲାଗି କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ ପକ୍ଷରୁ ଡାକରା ଦିଆଯାଇଛି ଏହି ଧର୍ମଘଟ।

Advertisement