ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ । By Dunia Halchal - December 16, 2021 174 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୧୬।୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୦ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement