ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ।

137
ADVERTISEMENT

ଭୁବନେଶ୍ୱର,୧୯/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୪ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement