ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ। By Dunia Halchal - December 20, 2021 122 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୨୦/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୫ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement