ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଏକ ହଜାର ଟଙ୍କା।

111
ADVERTISEMENT

ଭୁବନେଶ୍ୱର,୨୧/୧୨(ଡ଼ି.ଏଚ ବ୍ୟୁରୋ):-ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା। ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ମିଳିବ ଏକ ହଜାର ଟଙ୍କା। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲା ପାଇଁ ୩୫୦ କୋଟି ଟଙ୍କା ମଂଜୁର ହେବା ସହ ଆସନ୍ତା ୭ ଦିନ ଭିତରେ ଏହି ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶନାମା ଜାରି ।

Advertisement