ଜାତୀୟ ଦେଶରେ ବଢିଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ । By Dunia Halchal - December 21, 2021 159 Share FacebookTwitterPinterestWhatsApp ADVERTISEMENT ନୂଆଦିଲ୍ଲୀ ,୨୧/୧୨(ଡ଼ି.ଏଚ ବ୍ୟୁରୋ):-ଦେଶରେ ବଢିଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ବର୍ତ୍ତମାନ ସୁଦ୍ଧା ଭାରତରେ ଓମିକ୍ରନ ଭାରିଆଣ୍ଟରେ ସଂକ୍ରମିତଙ୍କ ସଂଖ୍ୟା ୨୦୨ କୁ ବୃଦ୍ଧି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା । Advertisement