ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ । By Dunia Halchal - December 21, 2021 117 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୨୧/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୬ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement