କେନ୍ଦୁଝର,୨୨/୧୨(ଡ଼ି.ଏଚ ବ୍ୟୁରୋ):-କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ କୁମୁଣ୍ଡି ପଞ୍ଚାୟତରେ ଆଜି ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ। ଏଥିରେ ରାଜ୍ୟ ଯୁବ ବିଜେଡି ଉପସଭାପତି ସୌମ୍ୟଶଙ୍କର ଚକ୍ରଙ୍କ ନେତୃତ୍ୱରେ ୨୫୦ରୁ ଉର୍ଦ୍ଧ୍ବ ବିଜେପି କର୍ମୀ ନିଜ ଦଳ ଛାଡି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି।