ରାଜ୍ୟରେ ପୁଣିଥରେ ଆଉ ୪ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ।

111
ADVERTISEMENT

ଭୁବନେଶ୍ୱର,୨୬/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ପୁଣିଥରେ ଆଉ ୪ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ । ଫଳରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି । ଯାହାକି ଏକ ଚିନ୍ତାର ବିଷୟ ପାଲଟିଲାଣି । ଏନେଇ ଆଇଏଲଏସ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ।

Advertisement