ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବଂଶୀଧର ସେଠୀ ।

124
ADVERTISEMENT

ବ୍ରହ୍ମପୁର,୨୮/୧୨(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବଂଶୀଧର ସେଠୀ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସ୍ଥିତ କାର୍ଯ୍ୟାଳୟ ସମେତ ବ୍ରହ୍ମପୁର ଶକ୍ତିନଗର ଦ୍ବିତୀୟ ଲେନ୍ ସ୍ଥିତ ତିନି ମହଲା ବିଲ୍ଡିଂ, ପୋଲସରା ଚିରିକିପଡା ଶାସନ ସ୍ଥିତ ପୈତୃକ ଘର, ବ୍ରହ୍ମପୁର ଲୋଚପଡା ସ୍ଥିତ ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ଟିମର ଚଢାଉ ଜାରି ।

Advertisement