କୋରାପୁଟ ଜିଲ୍ଲା ଜୟପୁର ସଦର ଥାନା ଅନ୍ତର୍ଗତ ଉମୁରୁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ବସ୍ ।

77
ADVERTISEMENT

କୋରାପୁଟ,୨୮/୧୨(ଡ଼ି.ଏଚ ବ୍ୟୁରୋ):-କୋରାପୁଟ ଜିଲ୍ଲା ଜୟପୁର ସଦର ଥାନା ଅନ୍ତର୍ଗତ ଉମୁରୁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ବସ୍ । ଏଥିରେ ୫ ଜଣ ଯାତ୍ରୀ ଆହତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ଥିବାବେଳେ ପ୍ରବଳ କୁହୁଡି ଯୋଗୁଁ ବସଟି ଓଲଟି ପଡିଥିବା ସୂଚନା ।

Advertisement