କୋରାପୁଟ ଜିଲ୍ଲା ଲମତାପୁଟ ଅଂଚଳରୁ ଗଞ୍ଜେଇ ବୋଝେଇ ପିକଅପ ଭ୍ୟାନ ଜବତ ।

80
ADVERTISEMENT

କୋରାପୁଟ,୨୮/୧୨(ଡ଼ି.ଏଚ ବ୍ୟୁରୋ):-କୋରାପୁଟ ଜିଲ୍ଲା ଲମତାପୁଟ ଅଂଚଳରୁ ଗଞ୍ଜେଇ ବୋଝେଇ ପିକଅପ ଭ୍ୟାନ ଜବତ । ଘଟଣାସ୍ଥଳରେ ରେ ଦୁଇ ଜଣ ଗିରଫ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଫେରାର । ଭ୍ୟାନରେ ଥିବା ଆଲୁମିନିୟମ ଟ୍ରଙ୍କ ଭିତରେ ୧୦ଟି ବସ୍ତାରେ ପ୍ରାୟ ୨ କ୍ୱିଣ୍ଟାଲ ଓଜନର ଗଞ୍ଜେଇ ଜବତକରି ଥିବାବେଳେ ଉକ୍ତ ଗଞେଇର ଆନୁମାନିକ ମୂଲ୍ୟ ପ୍ରାୟ ୨୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ।

Advertisement