ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ।

126
ADVERTISEMENT

ଭୁବନେଶ୍ୱର,୨୮/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣେ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୫କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement