ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଜୟପୁର ବନ୍ଦ ।

75
ADVERTISEMENT

କୋରାପୁଟ,୩୦/୧୨(ଡ଼ି.ଏଚ ବ୍ୟୁରୋ):-କୋରାପୁଟ ଜିଲ୍ଲା ବାମୁଣିଗାଁର ଗଣଦୁଷ୍କର୍ମ ଘଟଣା ପ୍ରତିବାଦରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଜୟପୁର ବନ୍ଦ । ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ ସହ ବିଜେପି ପକ୍ଷରୁ ବିଭିନ୍ନ ଛକମାନଙ୍କରେ ପିକେଟିଂ କରାଯାଇଥିଲା ।

Advertisement