ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ । By Dunia Halchal - December 30, 2021 144 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୩୦/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୮କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement