ସୁରକ୍ଷା କର୍ମୀଙ୍କ କମ୍ବିଂ ଅପରେସନ ବେଳେ ଜବତ ହେଲା ବିପୁଳ ପରିମାଣର ବିସ୍ଫୋରକ ସହ ମାଓ ସାମଗ୍ରୀ ।

172
ADVERTISEMENT

ମାଲକାନଗିରି,୩୧/୧୨(ଡ଼ି.ଏଚ ବ୍ୟୁରୋ):-ମାଲକାନଗିରି ଜିଲ୍ଲା ଜଡାଆମ୍ବ ଥାନା ଅନ୍ତର୍ଗତ ତାବେର ଓ ଅରିଙ୍ଗିପାଲ୍ଲୀ ଅଞ୍ଚଳରେ ସୁରକ୍ଷା କର୍ମୀଙ୍କ କମ୍ବିଂ ଅପରେସନ ବେଳେ ଜବତ ହେଲା ବିପୁଳ ପରିମାଣର ବିସ୍ଫୋରକ ସହ ମାଓ ସାମଗ୍ରୀ ।ଯାହା ମଧ୍ୟରେ ୬ଟି ଟିଫିନ ବୋମା, ୨ଟି ପ୍ରେସର ଆଇଡି, ୨ଟି ୭.୬୨ର ଏମ.ଏମ ବଲ ଆମୁନେସ, ଗୋଟିଏ ଇନଶାସ ମାଗାଜିନ, ଗୋଟିଏ ହେଭରସେକ, ଓ ବିପୁଳ ପରିମାଣର ଔଷଧ ।

Advertisement