ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ।

106
ADVERTISEMENT

ଭୁବନେଶ୍ୱର,୩୧/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୦କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

Advertisement