ଭୁବନେଶ୍ୱର,୦୧/୧(ଡ଼ି.ଏଚ ବ୍ୟୁରୋ):-ଭୁବନେଶ୍ୱର ରାଜଧାନୀ ଇନ୍ଫୋସିଟି ଥାନା ଅଞ୍ଚଳରେ ଥିବା ଏକ ଘରୋଇ କଲେଜ ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ ଛାତ୍ରୀ ଜଣକ ହେଲେ ଏମବିଏର ଦ୍ୱିତୀୟ ବର୍ଷ ଛାତ୍ରୀ । ଏବଂ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ପଚରାଉଚରା କରିବା ସହ ତଦନ୍ତ ଚଳାଇଥିବା ସୂଚନା ।
















