ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ।

116
ADVERTISEMENT

ଭୁବନେଶ୍ୱର,୦୨/୧(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୩କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement