ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ। By Dunia Halchal - January 4, 2022 123 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,o୪/୧(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜଣେ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୪କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement