ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ । By Dunia Halchal - January 6, 2022 124 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,o୬/୧(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜଣ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୭କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା । Advertisement