ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ। By Dunia Halchal - January 7, 2022 120 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୦୭/୧(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣଙ୍କ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୮କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement