ଭୁବନେଶ୍ୱର,୦୮/୧(ଡ଼ି.ଏଚ ବ୍ୟୁରୋ):-ଭୁବନେଶ୍ୱର ରାଜଧାନୀର ୧୧ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲେ ଭୁବନେଶ୍ୱର ମହାନଗର ନିଗମ । ଏବଂ ଏହି ସବୁ ଅଞ୍ଚଳରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବା ଓ ସାନିଟାଇଜ୍ କରିବା ସହ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ହୋମ୍ କ୍ୱାରେଣ୍ଟାଇନ ରେ ରହିବାକୁ ନିର୍ଦ୍ଦେଶ ଦେଇଛି ବିଏ ମ ସି ।

















