ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ।

120
ADVERTISEMENT

ଭୁବନେଶ୍ୱର,୧୦/୧(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ୫ ହଜାର ମୁହାଁ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୪୮୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୮୨୩ ଜଣ କ୍ୱାରେଣ୍ଟାଇନ୍ରୁ ଓ ୨୦୦୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ସୂଚନା । ଫଳରେ ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୫୬୯୮କୁ ବୃଦ୍ଧି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement