ବାରିପଦା,୧୧/୧(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ମୟୁରଭଞ୍ଜ ଜିଲ୍ଲା ବାରିପଦା ପୋଲିସ କନେଷ୍ଟବଳ ନିହାର ରଞ୍ଜନ ଦଣ୍ଡପାଟ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ପକ୍ଷରୁ ରାଉରକେଲା ଛେଣ୍ଡ କଲୋନୀସ୍ଥିତ ଶ୍ବଶୁର ଘର, ବାରିପଦା କ୍ବାଟର, ଭଞ୍ଜପୁର ସ୍ଥିତ ନିଜ ଘର, ବଡସାହି ପୈତୃକ ଘର, ଅମ୍ବିକା ସାହି ସ୍ଥିତ ଦୋକାନ ଘର ଓ ବଡସାହି ସ୍ଥିତ ଗ୍ୟାସ ଗୋଦାମରେ ଭିଜିଲାନ୍ସର ଚଢାଉ ଜାରି ।