ଛିଡା ହୋଇଥିବା ଟ୍ରକକୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ, ଜଣେ ମୃତ।

78
ADVERTISEMENT

ବାଲେଶ୍ୱର,୧୨/୧(ଡ଼ି.ଏଚ ବ୍ୟୁରୋ):-ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ୬୦ନଂ ଜାତୀୟ ରାଜପଥରେ ଛିଡା ହୋଇଥିବା ଟ୍ରକକୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ । ଘଟଣାସ୍ଥଳରେ ଜଣେ ମୃତ, ଅନ୍ୟ ୨ ଜଣ ଗୁରୁତରହୋଇ ନିକଟସ୍ଥ ହସ୍ପିଟାଲ ରେ ଭର୍ତି । ଟ୍ରକ୍ରର ଚକା ଫାଟି ଯିବାରୁ ଏଭଳି ଦୁର୍ଘଟଣା ଘଟିଥିବା ସୂଚନା ।

Advertisement