ଭୁବନେଶ୍ୱର,୧୨/୧(ଡ଼ି.ଏଚ ବ୍ୟୁରୋ):- ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୭୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୦୯୬ ଜଣ କ୍ୱାରେଣ୍ଟାଇନ୍ରୁ ଓ ୩୬୮୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ସୂଚନା । ଫଳରେ ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୯୧,୫୪୭କୁ ବୃଦ୍ଧି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ।

















