ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୦୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ । By Dunia Halchal - January 13, 2022 121 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର ,୧୩/୧(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୦୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୩ଜଣ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୭୨କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement