ଜାତୀୟରାଜ୍ୟ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନେଇ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । By Dunia Halchal - January 13, 2022 151 Share FacebookTwitterPinterestWhatsApp ADVERTISEMENT ନୂଆଦିଲ୍ଲୀ,୧୩/୧(ଡ଼ି.ଏଚ ବ୍ୟୁରୋ):-ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନେଇ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ବୃଦ୍ଧି ପାଉଥିବାବେଳେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୪ ହଜାର ପାର୍ କଲାଣି । Advertisement