ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୮୫୬ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ଜଣ କରୋନାରେ ମୃତ୍ୟୁ । By Dunia Halchal - January 15, 2022 117 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୧୫/୧(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୮୫୬ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୭୮କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement