ପ୍ରଖ୍ୟାତ କଥକ ନୃତ୍ୟଶିଳ୍ପୀ ପଣ୍ଡିତ ବିର୍ଜୁ ମହାରାଜଙ୍କ ପରଲୋକ ।

23
ADVERTISEMENT

ନୂଆଦିଲ୍ଲୀ,୧୭/୧(ଡ଼ି.ଏଚ ବ୍ୟୁରୋ):-ପ୍ରଖ୍ୟାତ କଥକ ନୃତ୍ୟଶିଳ୍ପୀ ପଣ୍ଡିତ ବିର୍ଜୁ ମହାରାଜଙ୍କ ପରଲୋକ । ହୃଦଘାତ ଯୋଗୁ ସେ ତାଙ୍କ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। କଥକ ନୃତ୍ୟଶିଳ୍ପୀ ଭାବେ ଅବିସ୍ମରଣୀୟ ଅବଦାନ ପାଇଁ ବିର୍ଜୁ ମହାରାଜଙ୍କୁ ପଦ୍ମ ବିଭୂଷଣ ସମ୍ମାନ ଓ ସଙ୍ଗୀତ ନାଟକ ଏକାଡେମୀ ସମ୍ମାନରେ ସମ୍ମାନିତ କରାଯାଇଥିଲା।ଏବଂ ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା।

Advertisement