ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୪୮୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ। By Dunia Halchal - January 17, 2022 114 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୧୭/୧(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୪୮୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୩ଜଣ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement