ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୦୮୬ ଜଣ କୋଭିଡ ପଜିଟିଭ୍ ଚିହ୍ନଟ । By Dunia Halchal - January 18, 2022 195 Share FacebookXPinterestWhatsApp ADVERTISEMENT ଭୁବନେଶ୍ୱର,୧୮/୧(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୦୮୬ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୪ଜଣ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement