Friday, November 6, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୬୦୭ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ।

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୬୦୭ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ।

131
ADVERTISEMENT

ଭୁବନେଶ୍ୱର,୧୯/୧(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୬୦୭ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୬ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement