ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୩୬୮ ଜଣ କୋଭିଡ ପଜିଟିଭ୍ ଚିହ୍ନଟ । By Dunia Halchal - January 20, 2022 119 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୨୦/୧(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୩୬୮ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୭ଜଣ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement