ଗଜପତି,୨୧/୧(ଡ଼ି.ଏଚ ବ୍ୟୁରୋ):-ଗଜପତି ଜିଲ୍ଲା ରାୟଗଡା ଥାନା ରାଶିବାଡି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ ଇସପାତ୍ । ଏବଂ ଦୁର୍ଘଟଣାରେ ୮ ଜଣ ଗୁରୁତର ହୋଇ ପାରଳାଖେମୁଣ୍ଡି ହସ୍ପିଟାଲରେ ଭର୍ତ୍ତି । ଖବର ପାଇ ପୋଲିସ ଓ ସ୍ଥାନୀୟ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଜାରି ଥିବାବେଳେ ବସଟି ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଅଭିମୁଖେ ବାହାରିଥିଲା ।