ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୮୩୩ ଜଣ କୋଭିଡ ପଜିଟିଭ୍ ଚିହ୍ନଟ।

99
ADVERTISEMENT

ଭୁବନେଶ୍ୱର,୨୧/୧(ଡ଼ି.ଏଚ ବ୍ୟୁରୋ):- ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୮୩୩ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୬ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୦୭କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement